ବୈଜୟନ୍ତ ପଣ୍ଡାଙ୍କ ନିଆରା ଚା’ ଖଟି ‘ହେଇଯାଉ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 9, 2018

ବୈଜୟନ୍ତ ପଣ୍ଡାଙ୍କ ନିଆରା ଚା’ ଖଟି ‘ହେଇଯାଉ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନିଆରା ଚା’ ଖଟି।  ମାଉସୀ ମା’ ମନ୍ଦିର ଛକରେ ‘ହେଇଯାଉ’ ନାଁରେ ଏହି ଚା ପାର୍ଟିର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ  ବର୍ଗର ଲୋକେ ସାମିଲ ହୋଇ ଚାର ମଜା ଉଠାଇଥିଲେ । ଏହି  ଅବସରରେ ସେମାନେ ବୈଜୟନ୍ତଙ୍କ ସହ ମତ  ବିନିମୟ କରିଥିଲେ । ଚା’ ପିଇବା ସହ ବିଭିନ୍ନ ପ୍ରସଙ୍ଗରେ ଅନୌପଚାରିକ ଆଲୋଚନା ମଧ୍ୟ ହୋଇଥିଲା। କଂଗ୍ରେସ ନେତା ସୁରେଶ ରାଉତରାୟଙ୍କୁ ମଧ୍ୟ  ଏହି ଚା’ ଖଟିରେ ଦେଖିବାକୁ ମିଳିଥିଲା। ବିଭିନ୍ନ ବର୍ଗର ଲୋକଙ୍କ ସହ ଭାବ ବିନିମୟ ଉଦ୍ଦେଶ୍ୟରେ ଏଭଳି ଚା ଖଟିର ଆୟୋଜନ କରାଯାଇଥିଲା । ଆଗକୁ ଆହୁରି ବିଭିନ୍ନ ସହରମାନଙ୍କରେ ମଧ୍ୟ ଏଭଳି କାଅର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ବୈଜୟନ୍ତ କହିଛନ୍ତି।



from OdishaReporter https://ift.tt/2KWKsww

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages