୬ ସହଯୋଗୀଙ୍କ ସହ ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 13, 2018

୬ ସହଯୋଗୀଙ୍କ ସହ ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ କରିବେ ଶଙ୍କରାଚାର୍ଯ୍ୟ

sankarachaya

ପୁରୀ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ରଥଯାତ୍ରାରେ ରଥକୁ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ଆଜି ରାଜ୍ୟପାଳଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ଶଙ୍କରାଚାର୍ଯ୍ୟ।

ସେ କହିଛନ୍ତି- “ରଥକୁ ଯିବା ଲାଗି ତାଙ୍କୁ ନିମନ୍ତ୍ରଣ ଆସିଛି। ୬ ସହଯୋଗୀଙ୍କ ସହ ରଥକୁ ଯିବି।” ସେହିଭଳି ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପରାମର୍ଶ ଦେଇଥିବା ଶଙ୍କରାଚାର୍ଯ୍ୟ କହିଛନ୍ତି।

ସେ ଆହୁରି କହିଛନ୍ତି- “ଶ୍ରୀମନ୍ଦିର ଶୋଧନର ଆବଶକତା ରହିଥିବା ଓ ସେବାୟତ ପିଲାଙ୍କୁ ଶିକ୍ଷା ପାଇଁ ପୁରୀ ଆଖପାଖରେ ଏକ ଆବାସିକ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ଆଇନ ମନ୍ତ୍ରୀଙ୍କୁ ଜଣାଇଛି।”



from OdishaReporter https://ift.tt/2zAYFeh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages