ଖୋଲିଲା ହୀରାକୁଦ ଡ୍ୟାମ୍‌: ୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 24, 2018

ଖୋଲିଲା ହୀରାକୁଦ ଡ୍ୟାମ୍‌: ୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ

ସମ୍ୱଲପୁର(ସଞ୍ଜୟ ଜେନା): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲା ଯାଇଥିଲା। ତା’ ପରେ ଗୋଟିଏ ପରେ ଗୋଟେ କରି ଅନ୍ୟ ୪ଟି ଗେଟ୍‌ ଖୋଲା ଯାଇଥିଲା। ଏବେ ମୋଟ ୫ଟି ଗେଟ୍ ଦେଇ ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସିତ ହେଉଛି।

ଆଜି ରାତି ସୁଦ୍ଧା ୧୫ଟି ଗେଟ୍ ଖୋଲାଯିବ ବୋଲି ହୀରାକୁଦର ମୁଖ୍ୟଯନ୍ତ୍ରୀ ଜ୍ୟୋତିର୍ମୟ ରଥ କହିଛନ୍ତି। ୧୫ଟି ଗେଟ୍‌ରେ ସେକେଣ୍ଡକୁ ୨ ଲକ୍ଷ ଘନଫୁଟ୍‌ ପାଣି ଯିବ।



from OdishaReporter https://ift.tt/2uMbkGf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages