ପ୍ରବଳ ବର୍ଷିବ, ବଜ୍ରପାତ ହେବ: ୧୫ ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 15, 2018

ପ୍ରବଳ ବର୍ଷିବ, ବଜ୍ରପାତ ହେବ: ୧୫ ଜିଲ୍ଲାକୁ ସତର୍କ ସୂଚନା

Rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଏଣୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ମାଲକାନଗିରି। ଏହି ସବୁ ଜିଲ୍ଲାର ଲୋକଙ୍କୁ ଦିନ ସାଢ଼େ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି।

ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।



from OdishaReporter https://ift.tt/2LbJRHr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages