ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଗୁଳି କରି ମାରି ଦେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 27, 2018

ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଗୁଳି କରି ମାରି ଦେଲେ

ମାଲକାନଗିରି (ଜିତେନ୍ଦ୍ର ବେଉରା): ଆଜିଠାରୁ ନକ୍ସଲମାନେ ସହିଦ ସପ୍ତାହ ପାଳନ କରୁଛନ୍ତି। ସହିଦ ସପ୍ତାହ ଆରମ୍ଭର ପ୍ରଥମ ଦିନରୁ ନକ୍ସଲଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟନମ୍‌ ଜିଲ୍ଲାର କୁମ୍‌କୁମ୍‌ପୁଡ଼ି ଗାଁରେ ନକ୍ସଲମାନେ ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ତାଙ୍କ ନାଁ ଜୟରାମ।

ଗତକାଲି ରାତିରେ ୨୦ରୁ ୨୫ ଜଣ ନକ୍ସଲ ଜୟରାମଙ୍କୁ ଘରୁ ଡାକି ନେଇ ଗାଁ ମୁଣ୍ଡରେ ଗୁଳି କରି ହତ୍ୟା  କରିଥିଲେ। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି।



from OdishaReporter https://ift.tt/2AdjpZE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages