୨୨ ଜୁଲାଇ, ରବିବାର: ବାହୁଡ଼ା ଯାତ୍ରା ଅବସରରେ ଏମିତି କଟିପାରେ ଆପଣଙ୍କ ଦିନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 21, 2018

୨୨ ଜୁଲାଇ, ରବିବାର: ବାହୁଡ଼ା ଯାତ୍ରା ଅବସରରେ ଏମିତି କଟିପାରେ ଆପଣଙ୍କ ଦିନ

zodaic

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

ବୃଷ: ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ସମ୍ପତ୍ତିକୁ ନେଇ ଲାଗି ରହିଥିବା ସମସ୍ୟା ଦୂର ହେବ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।

ମିଥୁନ: ଅଧିକ ପରିଶ୍ରମ କରିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ଧନପ୍ରାପ୍ତିର ଯୋଗ ରହିଛି।

କର୍କଟ: ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ଦୁର୍ଘଟଣା ଯୋଗ ରହିଛି। ତେଣୁ ରାସ୍ତାରେ ଯା’ଆସ ବେଳେ ସାବଧାନତା ଅବଲମ୍ବନ କରନ୍ତୁ। ପରିବାରରେ ବାଦ-ବିବାଦ ଦେଖାଦେଇପାରେ। ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କରନ୍ତୁ।

କନ୍ୟା: ଦାୟିତ୍ୱ ବଢ଼ିପାରେ। ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।

ତୁଳା: ପରିବାରରେ ହସଖୁସିର ବାତାବରଣ ରହିବ। ଚାକିରିରେ ପଦୋନ୍ନତି ହୋଇପାରେ। ଛୋଟ କଥାକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ସମ୍ମାନ ମିଳିବ। କ୍ୟାରିଅର୍‌କୁ ନେଇ ଚିନ୍ତିତ ହେବେ। ଧନପ୍ରାପ୍ତିର ଯୋଗ ରହିଛି।

ଧନୁ: ଅସୁସ୍ଥ ଅନୁଭବ କରିବେ। ଶରୀରରେ ଆଘାତ ଲାଗିପାରେ। ହନୁମାନଙ୍କୁ ପୂଜା କରନ୍ତୁ।

ମକର: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

କୁମ୍ଭ: କ୍ୟାରିଅର୍‌ରେ ପରିବର୍ତ୍ତନ କରିପାରନ୍ତି। ଉପହାର ମିଳିବ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

ମୀନ: ଧନପ୍ରାପ୍ତିର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ପିଲାଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। ବିବାହ ସ୍ଥିର ହୋଇପାରେ।



from OdishaReporter https://ift.tt/2NB7w1D

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages