
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବର୍ଷାଦିନେ ଲୋକେ ନିଜ ଘର ଏବଂ ଅଗଣାରେ ଜନ୍ଦା ଓ ପିମ୍ପୁଡ଼ି ହେଉଥିବାରୁ ସମସ୍ୟାରେ ପଡ଼ିଥାନ୍ତି। ଘରେ ପିମ୍ପୁଡ଼ି ଅଧିକ ହେଲେ ଆପଣଙ୍କ ରୋଷେଇ ଘରେ ଥିବା ମିଠା ଓ ଅନ୍ୟାନ୍ୟ ଖାଦ୍ୟ ମଧ୍ୟ ଖରାପ ହୋଇଥାଏ। ଏହି ସମସ୍ୟାରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ ରହିଛି, ଯାହାକୁ ପ୍ରୟୋଗ କଲେ ଘରକୁ ଜନ୍ଦା, ପିମ୍ପୁଡ଼ି ଆସିବେ ନାହିଁ। ଆସନ୍ତୁ ଜାଣିବା ସେଗୁଡ଼ିକ କ’ଣ?








from OdishaReporter https://ift.tt/2v0bb1j
No comments:
Post a Comment