ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 28, 2018

ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

Odisha

ଭୁବନେଶ୍ବର, ( ଓଡିଶା ରିପୋର୍ଟର ) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ସୋମବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ ମିନିଟରେଏହି କ୍ୟାବିନେଟ୍ ବୈଠକ ବସିବ। ଏଥିରେ ଅନ୍ତତଃ ୬ଟି ଏଜେଣ୍ଡା ଅଛି ଯାହାକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ବୈଠକରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଆଇନ ଓ ଲୋକପାଳ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ପ୍ରସ୍ତାବ’ଉପରେ କ୍ୟାବିନେଟ୍ ମୋହର ଲାଗିପାରେ ବୋଲି ସୂଚନା ମିଳିଛି ।



from OdishaReporter https://ift.tt/2NRK0NN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages