୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 25, 2018

୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କିଛି ସ୍ଥାନରେ ବର୍ଷା ହେବ। ବର୍ଷା ସହ  ଝଡ଼ତୋଫାନ ଓ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏଣୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ୯ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ବରଗଡ଼ ଓ ନୂଆପଡ଼ା।



from OdishaReporter https://ift.tt/2NMMRb0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages