ଅଲାରନାଥ ମନ୍ଦିରର ଗର୍ଭଗୃହରେ ଆଣ୍ଠୁଏ ଉଚ୍ଚର ପାଣି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ଅଲାରନାଥ ମନ୍ଦିରର ଗର୍ଭଗୃହରେ ଆଣ୍ଠୁଏ ଉଚ୍ଚର ପାଣି

rainb

ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର) : ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳ ପରି ପୁରୀ ଜିଲ୍ଲା ବ୍ରହ୍ମଗିରିର ଅବସ୍ଥା ବି ବେହାଲ ହୋଇଯାଇଛି।  ବର୍ଷା ପାଣିରେ ଏଠାରେ ଥିବା ଅଲାରନାଥ ମନ୍ଦିରର ବେଢ଼ା ବୁଡ଼ିଯାଇଛି। ଗର୍ଭଗୃହରେ ବି ପାଣି ପଶିଯାଇଛି। ସେଠାରେ ଆଣ୍ଠୁଏ ଉଚ୍ଚରେ ପାଣି ଜମିଛି। ରତ୍ନ ସିଂହାସନକୁ ପାଣି ଲାଗିଯାଇଛି।



from OdishaReporter https://ift.tt/2LBTOee

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages