ସମୁଦ୍ରକୁ ମାଛ ଧରିବାକୁ ଯାଇ ୬ ନିଖୋଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 21, 2018

ସମୁଦ୍ରକୁ ମାଛ ଧରିବାକୁ ଯାଇ ୬ ନିଖୋଜ

boat

ଜଳେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ସମୁଦ୍ରକୁ ମାଛ ଧରିବାକୁ ଯାଇ ୬ ଜଣ ନିଖୋଜ ହୋଇଯାଇଛନ୍ତି। ଭୋଗରାଇ କୀର୍ତ୍ତନିଆ ଜେଟିରୁ ୨ଟି ଡଙ୍ଗାରେ ମୋଟ ୧୭ ଜଣ ମାଛ ଧରିବାକୁ ସମୁଦ୍ରକୁ ଯାଇଥିଲେ। ତେବେ ଡଙ୍ଗା ବୁଡ଼ି ଯିବାରୁ ୧୧ ଜଣ ପହଁରି ପହଁରି ଜେଟିକୁ ଫେରିଥିଲେ। ହେଲେ ଆଉ ୬ ଜଣଙ୍କର ଏପର୍ଯ୍ୟନ୍ତ ପତ୍ତା ମିଳିପାରି ନାହିଁ।



from OdishaReporter https://ift.tt/2NAq6H1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages