ଅଣଛାତ୍ରଙ୍କ ପ୍ରବେଶକୁ ବିରୋଧ: କଲେଜରେ ତାଲା ପକାଇ ଆନ୍ଦୋଳନକୁ ଓହ୍ଲାଇଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 17, 2018

ଅଣଛାତ୍ରଙ୍କ ପ୍ରବେଶକୁ ବିରୋଧ: କଲେଜରେ ତାଲା ପକାଇ ଆନ୍ଦୋଳନକୁ ଓହ୍ଲାଇଲେ

college2

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ଅଣଛାତ୍ର ପ୍ରବେଶକୁ ନେଇ ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଛାତ୍ର ଅସନ୍ତୋଷ ଦେଖା ଦେଇଛି। ଛାତ୍ରମାନେ କଲେଜ୍‌ ଗେଟ୍‌ରେ ତାଲା ପକାଇବା ସହ ଟାୟର ଜାଳି ଆନ୍ଦୋଳନ କରିଛନ୍ତି।

କଲେଜରେ ବାରମ୍ବାର ଅଣଛାତ୍ର ପ୍ରବେଶ କରୁଛନ୍ତି। ଗତକାଲି କିଛି ଅଣଛାତ୍ର କଲେଜରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଏନେଇ ଛାତ୍ରମାନେ ଅଭିଯୋଗ କରିବା ପରେ ମଧ୍ୟ କଲେଜ କର୍ତ୍ତୃପକ୍ଷ କିଛି ପଦକ୍ଷେପ ନନେବା ଅଭିଯୋଗ କରି ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।



from OdishaReporter https://ift.tt/2NWI7R2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages