ଷ୍ଟାଲିନ୍‌ଙ୍କ ସହ କଥା ହେଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 31, 2018

ଷ୍ଟାଲିନ୍‌ଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡିଏମ୍‌କେ ସୁପ୍ରିମୋ ଏମ୍.କରୁଣାନିଧିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଡିଏମ୍‌କେ ନେତା ଏମ୍.କେ.ଷ୍ଟାଲିନ୍‌ଙ୍କ ସହ ତାଙ୍କ ବାପା କରୁଣାନିଧିଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ୯୪ ବର୍ଷୀୟ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଗତ କିଛଦିନ ତଳେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଉ କିଛିଦିନ ହସ୍ପିଟାଲରେ ରହିବେ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥିବା ଷ୍ଟାଲିନ୍ ନବୀନଙ୍କୁ ଅବଗତ କରାଇଛନ୍ତି।


from OdishaReporter https://ift.tt/2AqRJ3x

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages