ଗୁରୁପ୍ରିୟା ସେତୁ ଉଦ୍‌ଘାଟିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 26, 2018

ଗୁରୁପ୍ରିୟା ସେତୁ ଉଦ୍‌ଘାଟିତ

ମାଲକାନଗିରି(ଓଡ଼ିଶା ରିପୋର୍ଟର): ପୂରଣ ହୋଇଛି ମାଲକାନଗିରି ଜିଲ୍ଲା ବିଚ୍ଛିନ୍ନାଞ୍ଚଳବାସୀଙ୍କ ବହୁ ଦିନର ସ୍ୱପ୍ନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୁରୁପ୍ରିୟା ସେତୁକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ବିଚ୍ଛିନ୍ନାଞ୍ଚଳର ୧୦ଟି ପଞ୍ଚାୟତକୁ  ଏହି ସେତୁ ଯୋଡ଼ିଛି। ସେତୁ ନିର୍ମାଣ ପୂର୍ବରୁ ଜଳପଥରେ ଯାତ୍ରା ଲୋକେ କରୁଥିଲେ।



from OdishaReporter https://ift.tt/2mIOY47

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages