ଘଡ଼ଘଡ଼ି ସହ ବର୍ଷା ହେବ: ୧୪ଟି ଜିଲ୍ଲାକୁ ସତର୍କ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 17, 2018

ଘଡ଼ଘଡ଼ି ସହ ବର୍ଷା ହେବ: ୧୪ଟି ଜିଲ୍ଲାକୁ ସତର୍କ ସୂଚନା

Lighting

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୪ଟି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ଅନୁଗୋଳ। ସକାଳ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।



from OdishaReporter https://ift.tt/2L4tOfr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages