ଶୋଇଥିବା ବେଳେ ଭୁଶୁଡ଼ି ପଡ଼ିଲା କାନ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 22, 2018

ଶୋଇଥିବା ବେଳେ ଭୁଶୁଡ଼ି ପଡ଼ିଲା କାନ୍ଥ

wall

ପାଲଲହଡ଼ା(ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ମୁଣ୍ଡୁରୀବେଡ଼ା ପଞ୍ଚାୟତ ବାଞ୍ଜମୁଣ୍ଡା ଗାଁରେ ଘର କାନ୍ଥ ଭୁଶୁଡ଼ି ଯିବାରୁ ଜଣେ ମହିଳା ଓ ତାଙ୍କର ୩ ଛୁଆ ଆହତ ହୋଇଛନ୍ତି। ସେମାନଙ୍କୁ ଖମାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହତମାନେ ହେଲେ ସୁକୁମାରୀ ପିଙ୍ଗୁଆ, ଆଦେଶ ପିଙ୍ଗୁଆ(୭), କ୍ରିଷ୍ଣା (୩) ଓ ମନୋଜ(ଦେଢ଼ ବର୍ଷ)। ସୁକୁମାରୀଙ୍କ ସ୍ୱାମୀ ଅନକୁଳ ପିଙ୍ଗୁଆ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେମାନେ ରାତିରେ ଶୋଇଥିବା ବେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା।

ଏ ଘଟଣା ପରେ ୧୦୮ ଆମ୍ୱୁଲାନ୍ସକୁ ଖବର ଦିଆଯାଇଥିଲେ ମଧ୍ୟ ଗାଁକୁ ରାସ୍ତା ନଥିବାରୁ ତାହା ଅଧା ବାଟରେ ଅଟକି ରହିଥିଲା। ଏହାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି।



from OdishaReporter https://ift.tt/2uG6LNH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages