ଇସ୍ତଫା ପତ୍ର ଗ୍ରହଣ କରିବାକୁ ବାଚସ୍ପତିଙ୍କୁ ଅନୁରୋଧ କଲେ ବୈଜୟନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 18, 2018

ଇସ୍ତଫା ପତ୍ର ଗ୍ରହଣ କରିବାକୁ ବାଚସ୍ପତିଙ୍କୁ ଅନୁରୋଧ କଲେ ବୈଜୟନ୍ତ

bj panda

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଲୋକସଭା ବାଚସ୍ପତି ସୁମିତ୍ରା ମହାଜନଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ୧୮ ବର୍ଷ ୩ ମାସ ୨ ସପ୍ତାହ ଓ ଗୋଟିଏ ଦିନ ପରେ ସେ ସଂସଦରୁ ବିଦାୟ ନେଉଥିବା ଟ୍ୱିଟ୍‌ ଜରିଆରେ ଜଣାଇଛନ୍ତି।
baijayantaନିଜର ପୂର୍ବ ଦଳରୁ ଏବେ ଆଉ ପ୍ରତିନିଧିତ୍ୱ କରିପାରବେ ନାହିଁ ବୋଲି ବାଚସ୍ପତିଙ୍କୁ ଜଣାଇଥିଲେ। ବାସ୍ତବିକ ଆଦର୍ଶଠାରୁ ତାଙ୍କର ପୂର୍ବତନ ଦଳ ଏବେ ବହୁ ଦୂରକୁ ଚାଲିଯାଇଛି ବୋଲି ବୈଜୟନ୍ତ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।



from OdishaReporter https://ift.tt/2mppkRF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages