
ଚୌଦ୍ୱାର(ପ୍ରକାଶ କୁମାର ନାୟକ): କଟକ ଜିଲ୍ଲା କହ୍ନେଇପୁର ପଞ୍ଚାୟତର ବଡ଼ପୋଖରୀ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରାମ ମୀନା ସିଂ(୨୫)।
ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରୁ ମୀନା ନିଖୋଜ ଥିଲେ। ଆଜି ସକାଳେ ତାଙ୍କ ମୃତଦେହ ଜଙ୍ଗଲ ପାଖରୁ ମିଳିଥିଲା। ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।
from OdishaReporter https://ift.tt/2mqxUQ9
No comments:
Post a Comment