ଦୁର୍ବଳ ହୋଇଛି ମୌସୁମୀ ବାୟୁ; କେତେ ଦିନ ପାଗ ଶୁଖିଲା ରହିବ ପଢ଼ନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 24, 2018

ଦୁର୍ବଳ ହୋଇଛି ମୌସୁମୀ ବାୟୁ; କେତେ ଦିନ ପାଗ ଶୁଖିଲା ରହିବ ପଢ଼ନ୍ତୁ

rain

ଭୁବନେଶ୍ୱର (ଓଡ଼ିଶା ରିର୍ପୋଟର): ଦୁର୍ବଳ ହୋଇଛି ମୌସୁମୀ ବାୟୁ। ତେଣୁ ଆସନ୍ତା ଦୁଇରୁ ତିନି ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଉତ୍ତର ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

୨୯ ତାରିଖ ବେଳକୁ ମୌସୁମୀ ବାୟୁ ଶକ୍ତିଶାଳୀ ହେବ। ଫଳରେ ୨୯ ଓ ୩୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

 



from OdishaReporter https://ift.tt/2NFsaOc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages