ମହିଳା ବିଶ୍ୱକପ୍‌ ହକି: କ୍ୱାର୍ଟର୍ ଫାଇନାଲ୍‌ରେ ଭାରତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 31, 2018

ମହିଳା ବିଶ୍ୱକପ୍‌ ହକି: କ୍ୱାର୍ଟର୍ ଫାଇନାଲ୍‌ରେ ଭାରତ

india

ନୂଆଦିଲ୍ଲୀ: ଲଣ୍ଡନରେ ଚାଲିଥିବା ମହିଳା ବିଶ୍ୱକପ୍‌ ହକିରେ କ୍ୱାର୍ଟର୍‌ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତ। ଇଟାଲୀକୁ ୩-୦ ଗୋଲ୍‌ରେ ପରାସ୍ତ କରି ଦଳ କ୍ୱାର୍ଟର୍ ଫାଇନାଲ୍‌ରେ ପ୍ରବେଶ କରିଛି।

ଗତକାଲି ମ୍ୟାଚ୍‌ରେ ଦମ୍‌ଦାର୍‌ ପ୍ରଦର୍ଶନ କରିଥିଲେ ଭାରତୀୟ ଖେଳାଳି। ଦଳ ପକ୍ଷରୁ ପ୍ରଥମ ୯ ମିନିଟ୍‌ରେ ଲାଲ୍‌ ରେମିସିଆନି ପ୍ରଥମ ଗୋଲ୍‌ ସ୍କୋର୍‌ କରିଥିଲେ।  ୪୫ ମିନିଟ୍‌ରେ ଦ୍ୱିତୀୟ ଗୋଲ୍‌ କରିଥିଲେ ନେହା ଗୋୟଲ। ସେହିପରି ୫୫  ମିନିଟ୍‌ରେ ବନ୍ଦନା କାଟାରିଆ ତୃତୀୟ ଗୋଲ୍‌ କରିଥିଲେ।

ଆସନ୍ତାକାଲି କ୍ୱାର୍ଟର ଫାଇନାଲ୍‌ରେ ଭାରତ ଆୟାର୍ଲାଣ୍ଡକୁ ଭେଟିବ। ଗ୍ରୁପ୍‌ ବିରେ ସ୍ଥାନ ପାଇଥିବା ଭାରତ ପ୍ରଥମ ମ୍ୟାଚ୍‌ ଇଂଲଣ୍ଡ ବିପକ୍ଷରେ ଖେଳିଥିଲା। ଏହି ମ୍ୟାଚ୍  ୧-୧ ଗୋଲ୍‌ରେ ଡ୍ର ରହିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ଆୟାର୍ଲାଣ୍ଡ ଠାରୁ ପରାସ୍ତ ହୋଇଥିଲା ଦଳ। ଦଳ ତାର ତୃତୀୟ ଲିଗ୍ ମ୍ୟାଚ୍‌ ଆମେରିକା ବିପକ୍ଷରେ ଖେଳିଥିଲା। ଏହି ମ୍ୟାଚ୍  ୧-୧ରେ ଡ୍ର ହୋଇଥିଲା।



from OdishaReporter https://ift.tt/2v4HbCh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages