
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହେଉଛି। ୪ଟି ଜିଲ୍ଲାରେ ଆଜି ବିଜୁଳି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଦିନ ୧୧ଟା ୪୫ ପର୍ଯ୍ୟନ୍ତ ଏହି ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ।
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହେବା ଦ୍ୱାରା ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ଏମିତିକି ଅନେକ ନଦୀର ଜଳସ୍ତର ବୃଦ୍ଧି ପାଇଛି।
from OdishaReporter https://ift.tt/2LJNNMA
No comments:
Post a Comment