ଆଜିଠାରୁ ଆରମ୍ଭ, ୭୨ ଘଣ୍ଟା ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 14, 2018

ଆଜିଠାରୁ ଆରମ୍ଭ, ୭୨ ଘଣ୍ଟା ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୱେଲ୍‌ମାର୍କ ଲୋ-ପ୍ରେସର୍‌ର ରୂପ ନେବ। ଏହାର ପ୍ରଭାବରେ ଆଜିଠାରୁ ୭୨ ଘଣ୍ଟା ଯାଏଁ ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ପୂର୍ବାନୁମାନ କରାଯାଇଛି, ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଆଜି ରାଜ୍ୟର କେତେକ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଲଘୁଚାପ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱର ସମେତ ଶ୍ରୀକ୍ଷେତ୍ର ପୁରୀରେ ଝିପି ଝିପି ବର୍ଷା ଲାଗି ରହିଛି। ମଝିରେ ମଝିରେ ଅସରାଏ ଲେଖାଏଁ ଜୋର୍ ବର୍ଷା ମଧ୍ୟ ହେଉଛି।



from OdishaReporter https://ift.tt/2mifcdv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages