ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ରଘୁନାଥ ମହାପାତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 18, 2018

ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଲେ ରଘୁନାଥ ମହାପାତ୍ର

raghunath

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ରଘୁନାଥ ମହାପାତ୍ର। ତାଙ୍କ ସହ ବିଶିଷ୍ଟ ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ମଧ୍ୟ ଶପଥ ନେଇଛନ୍ତି।

ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ପଥରରେ ବିଭିନ୍ନ କାରୁକାର୍ଯ୍ୟ କରି ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଛନ୍ତି। ନୃତ୍ୟଶିଳ୍ପୀ ସୋନାଲ ମାନସିଂହ ଓଡ଼ିଶୀ ଓ ଭାରତନାଟ୍ୟମ୍‌ରେ ବେଶ ନିପୁଣ। ଏଥିସହ ମଣିପୁରୀ ଓ କୁଚିପୁଡ଼ି ନୃତ୍ୟରେ ମଧ୍ୟ ତାଙ୍କର ଦକ୍ଷତା ରହିଛି। ଉଭୟଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ରଥଯାତ୍ରା ଦିନ ମନୋନୀତ କରିଥିଲେ ରାଷ୍ଟ୍ରପତି।



from OdishaReporter https://ift.tt/2NoYKUg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages