ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 16, 2018

ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ ୱାଲମାର୍କ । ଉତ୍ତର ଉପକୂଳ ଓଡିଶାରେ ଏହା କେନ୍ଦ୍ରିଭୂତ ହୋଇ ଧୀରେ ଧୀରେ ଉତ୍ତର ଦିଗକୁ  ଗତି କରୁଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସହ ଆଭ୍ୟନ୍ତରୀଣ ଓ ଉତ୍ତର ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।  ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ମାତ୍ରାରେ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।  ଅନ୍ୟପକ୍ଷରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।  ଯାହାର ପ୍ରଭାବରେ ରାଜ୍ୟରେ ପୁଣିଥରେ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ।



from OdishaReporter https://ift.tt/2JvTeg7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages