
କେନ୍ଦ୍ରାପଡ଼ା( ପ୍ରଭାତ ପରିଡ଼ା): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ମଙ୍ଗଳପୁର ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍ ଅପ୍ ଭ୍ୟାନ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପିକ ଅପ୍ ଭ୍ୟାନରେ ଶ୍ରମିକମାନେ ପଟ୍ଟାମୁଣ୍ଡାଇକୁ ଯାଉଥିଲେ।
from OdishaReporter https://ift.tt/2uho1YB
No comments:
Post a Comment