ବାଲେଶ୍ୱରରେ ଅଜଣା ରୋଗ ଆତଙ୍କ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 16, 2018

ବାଲେଶ୍ୱରରେ ଅଜଣା ରୋଗ ଆତଙ୍କ

balesore

ବାଲେଶ୍ୱର(ରଶ୍ମୀରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ନିମାତଗୁର ଗାଁରେ ଅଜଣା ରୋଗ ଆତଙ୍କ ଖେଳିଯାଇଛି। ଗାଁର ୮ଜଣଙ୍କୁ ଭୀଷଣ ଜ୍ୱର ହେବା ସହ ପେଟ ବ୍ୟଥାର ଅଭିଯୋଗ ଆସିଛି। ପୂର୍ବରୁ ଗାଁର ଦୁଇ ଜଣ ଏପରି ଜ୍ୱରର ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ଗ୍ରାମବାସୀ କହିଛନ୍ତି। ବର୍ତ୍ତମାନ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କୁ ଜିଲ୍ଲା ପ୍ରଶାସନ ସହାୟତାରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏମାନେ ସମସ୍ତେ ଗୋଆରୁ ଫେରିବା ପରେ ସେହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏମାନେ ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ରକ୍ତ ନମୁନା ପରୀକ୍ଷା ପରେ ରୋଗ ନିରୂପଣ କରାଯାଇପାରି ବୋଲି ଡାକ୍ତର କହିଛନ୍ତି।



from OdishaReporter https://ift.tt/2L0lMnQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages