ସିଲିଣ୍ଡର୍‌ ଫାଟିଲା: ଗୋଟିଏ ପରିବାରର ୫ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 23, 2018

ସିଲିଣ୍ଡର୍‌ ଫାଟିଲା: ଗୋଟିଏ ପରିବାରର ୫ ମୃତ

ଣ୍ଡି: ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ନେର ଚୌକ୍‌ଠାରେ ଥିବା ଏକ ଆବାସିକ ଅଞ୍ଚଳରେ ସିଲିଣ୍ଡର ଫାଟି ଭୟଙ୍କର ଅଗ୍ନିକାଣ୍ତ ଘଟିଛି। ଏଥିରେ ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ଅଛନ୍ତି। ମଣ୍ଡି ଏସ୍‌ପି ଗୁରୁଦେବ ଚାନ୍ଦ ଶର୍ମା କହିଛନ୍ତି, ଅଗ୍ନିକାଣ୍ଡର ଖବର ପାଇଁ ୩ଟି ଅଗ୍ନିଶମ ଗାଡ଼ି ଘଟଣା ସ୍ଥଳରେ ପହଞ୍ଚିଥିଲା। ମାତ୍ର କିଛି ସମୟ ମଧ୍ୟରେ ନିଆଁକୁ ଆୟତ୍ତ କରାଯାଇଥିଲା। କିନ୍ତୁ ସେତେବଳକୁ ୫ ଜଣଙ୍କ ମୃତ୍ୟୁ ହୋଇସାରିଥିଲା। ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକାରୀ ଦଳ ହସ୍ପିଟାଲ୍‌ରେ ଭର୍ତ୍ତି କରିଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିଲେ ହେଁ ସିଲିଣ୍ଡର ଫାଟିବା ଯୋଗୁ ଏଭଳି ଘଟଣା ଘଟିଛି ବୋଲି ସେ କହିଛନ୍ତି।



from OdishaReporter https://ift.tt/2LKwkDB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages