ଆଜି ଶ୍ରୀଜିଉଙ୍କ ସୁନାବେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 22, 2018

ଆଜି ଶ୍ରୀଜିଉଙ୍କ ସୁନାବେଶ

jagannath

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁରୀରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ସଜ୍ଜିତ ହୋଇ ଝଟକିବେ। ସୁନା ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି ନିର୍ଦ୍ଧାରିତ ହୋଇଛି। ଅପରାହ୍ନ ୫ଟାରୁ ଠାକୁରଙ୍କ ସୁନାବେଶ ଆରମ୍ଭ ହେବ। ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ସୁନା ବେଶ ଦର୍ଶନ କରିବେ।

ସୁନାବେଶ ଲାଗି ପୁଲିସ୍‌ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁନାବେଶ ଦର୍ଶନ ଲାଗି ପୁରୀରେ ୮ରୁ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହେବା ଆଶା କରାଯାଉଛି। ତେଣୁ ଶୃଙ୍ଖଳିତ ଦର୍ଶନ ଓ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସାରିବା ଉପରେ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଉଛି।



from OdishaReporter https://ift.tt/2mGDfDf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages