ମତଦାନ ଚାଲିଥିବା ବେଳେ ଆତ୍ମଘାତୀ ବିସ୍ଫୋରଣ; ୨୮ ମୃତ, ୩୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 25, 2018

ମତଦାନ ଚାଲିଥିବା ବେଳେ ଆତ୍ମଘାତୀ ବିସ୍ଫୋରଣ; ୨୮ ମୃତ, ୩୦ ଆହତ

90

ଇସ୍‌ଲାମ୍‌ବାଦ୍‌: ପାକିସ୍ତାନରେ ପୁଣି ଫୁଟିଲା ବୋମା। ସାଧାରଣ ନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ବେଲୁଚିସ୍ତାନର କ୍ୱେଟାରେ ଦିନ ପ୍ରାୟ ୧୧ଟା ବେଳେ ଏକ ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଏଥିରେ ୨୮ ଜଣ ଲୋକ ମରିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ୩ ଜଣ ପୁଲିସ୍ କର୍ମଚାରୀ ଓ ଦୁଇ ଜଣ ଛୋଟ ଛୁଆ ଅଛନ୍ତି। ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି।

ଏକ ପୁଲିସ୍ ଭ୍ୟାନ୍‌ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ଏହି ଘଟଣା ପରେ କ୍ୱେଟାରେ ମତଦାନ ବନ୍ଦ ରହିଛି। ବେଳୁଚିସ୍ତାନ ସୀମାକୁ ସିଲ୍ କରି ଦିଆଯାଇଛି।



from OdishaReporter https://ift.tt/2LJHPv8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages