ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 16, 2018

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

deadbody

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉପକଣ୍ଠ ସରକନ୍ତରା ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।  ମୃତକ ଜଣକ ଡୁମୁଡୁମା ଅଞ୍ଚଳର ଜ୍ୟୋତିରଞ୍ଜନ ବଳିୟାରସିଂହ। ତାଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।  ଘଟଣା ସଂପର୍କରେ ଜଣାପଡ଼ିବା ପରେ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।  ଖଣ୍ଡଗିରି ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।  ମୃତ ଯୁବକ ଜ୍ୟୋତିରଞ୍ଜନ ଏକ ଜିମ୍‌ରେ ଟ୍ରେନର୍  ଭାବେ କାର୍ଯ୍ୟ କରୁଥିଲେ।

 



from OdishaReporter https://ift.tt/2NiQUvf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages