୨୪ ଘଣ୍ଟା ଭିତରେ ଏହି ଜିଲ୍ଲାରେ ହେବ ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 31, 2018

୨୪ ଘଣ୍ଟା ଭିତରେ ଏହି ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ବାଂଲାଦେଶରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ଘଡଘଡ଼ି ମଧ୍ୟ ମାରିବ। ଏଥିପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ।

ଆସନ୍ତା ୨୪ ଘଣ୍ଟା ଭିତରେ ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବ। ଘଡ଼ଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ। ଏହି ସମୟରେ ପବନର ବେଗ କିମି ପ୍ରତି ୫୦ରୁ ୬୦ ରହିବ। ଆସନ୍ତା ୪ ତାରିଖରୁ ପୁଣି ଥରେ ବର୍ଷା ବଢିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି।



from OdishaReporter https://ift.tt/2LDwBMO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages