ଯୁବତୀଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ପିଟିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 22, 2018

ଯୁବତୀଙ୍କୁ ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ପିଟିଲେ

banki

ବାଙ୍କି (ସଞ୍ଜିପ କୁମାର ନାୟକ): କଟକ ଜିଲ୍ଲା ବାଙ୍କିର ବୋତଲମା ଗାଁରେ ଜଣେ ଯୁବତୀଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ୪ ଜଣ ବ୍ୟକ୍ତି, ଯୁବତୀଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଯୁବତୀଙ୍କ ପରିବାର ପକ୍ଷରୁ ବାଙ୍କି ଥାନାରେ ଅଭିଯୋଗ କରାଯିବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।



from OdishaReporter https://ift.tt/2O7BV8I

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages