
ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏ ସବୁ ଜିଲ୍ଲା ହେଲେ- ଗଜପତି, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ସମସ୍ତ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଆଜି ସାରା ରାଜ୍ୟରେ ଦିନସାରା ଆକାଶ ମେଘୁଆ ରହିଥିଲା। କେତେକ ସ୍ଥାନରେ ଝିପିଝିପି ବର୍ଷା ମଧ୍ୟ ହୋଇଛି।
from OdishaReporter https://ift.tt/2N2LKUb
No comments:
Post a Comment