୧୬ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 28, 2018

୧୬ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

venkia

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ଅଗଷ୍ଟ ୧୬ ତାରିଖରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏମ୍‌ସର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି।

୧୬ ତାରିଖ ସକାଳ ୮ଟାରେ ଉପରାଷ୍ଟ୍ରପତି ଦିଲ୍ଲୀ ବିମାନବନ୍ଦରରୁ ବାହାରିବେ। ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ତାଙ୍କୁ ସେଠାରେ ସ୍ୱାଗତ କରାଯିବ। ସେଠାରୁ ସେ ସିଧା ଏମ୍‌ସ ଅଭିମୁଖେ ଯିବେ। ୧୨ଟା ବେଳେ ସେଠାରୁ ବାହାରି ବିମାନବନ୍ଦରରେ ପହଞ୍ଚିବେ ଓ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।



from OdishaReporter https://ift.tt/2uVqjgY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages