ଯୁବକଙ୍କୁ ଗୁଳି କରି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 29, 2018

ଯୁବକଙ୍କୁ ଗୁଳି କରି ହତ୍ୟା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଠଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ବାଇକ୍‌ରେ ଆସି ୩ ଜଣ ଦୁର୍ବୃତ୍ତ ଗାଁ ମଝିରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତ ଯୁବକଙ୍କ ନାଁ ଯୋଗୀ ସ୍ୱାଇଁ।

ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।

ସେ ଠିକାଦାରୀ କାମ କରୁଥିଲେ। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from OdishaReporter https://ift.tt/2K7wJOP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages