ସମ୍ଭାବ୍ୟ ବନ୍ୟା ପରିସ୍ଥିତି ନେଇ ତୈଳ କମ୍ପାନୀଗୁଡ଼ିକୁ ସତର୍କ କଲା ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 23, 2018

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ନେଇ ତୈଳ କମ୍ପାନୀଗୁଡ଼ିକୁ ସତର୍କ କଲା ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ତୈଳ କମ୍ପାନୀଗୁଡ଼ିକୁ ସତର୍କ ରହିବାକୁ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ନିରବଚ୍ଛିନ୍ନ ଭାବେ କିରୋସିନ୍‌, ଏଲ୍‌ପିଜି, ପେଟ୍ରୋଲ୍‌ ଓ ଡିଜେଲ୍ ଭଳି ଆବଶ୍ୟକ ଇନ୍ଧନ ଯୋଗାଇ ଦେବାକୁ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

ଏ ନେଇ ବିଭିନ୍ନ ତୈଳ କମ୍ପାନୀଗୁଡ଼ିକର ରାଜ୍ୟସ୍ତରୀୟ ସଂଯୋଜକ ପ୍ରୀତିଶ୍ ଭାରତ ଏକ ଜରୁରିକାଳୀନ ବୈଠକ ଡାକିଥିଲେ। ବୈଠକରେ ତୈଳ କମ୍ପାନୀଗୁଡ଼ିକର ରାଜ୍ୟ ଅଧିକାରୀମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ପ୍ରଭାବିତ ଅଞ୍ଚଳଗୁଡ଼ିକରେ କିପରି ନିରବଚ୍ଛିନ୍ନ ଭାବେ ଆବଶ୍ୟକ ଇନ୍ଧନ ଯୋଗାଇ ଦେଇହେବ ତାହା ଅଧିକାରୀମାନେ ତଦାରଖ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।



from OdishaReporter https://ift.tt/2LKwhaT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages