ପ୍ରବଳ ବର୍ଷା: ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ପ୍ରବଳ ବର୍ଷା: ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ

ମାଲକାନଗିରି (ଜିତେନ୍ଦ୍ର ବେଉରା): ଗତକାଲିଠାରୁ ମାଲକାନଗିରି ଜିଲ୍ଲାରେ ବର୍ଷା ଜାରି ରହିଛି। ଫଳରେ ମାଲକାନଗିରି ବାହ୍ୟ ଜଗତରୁ ବିଛିନ୍ନ ହୋଇଛି। ପାଙ୍ଗାମ ନଦୀରେ ବନ୍ୟାଜଳ ଆସିବାରୁ ବଢ଼ି ପରିସ୍ଥିତି ସୃଷ୍ଟି ହୋଇଛି। ମାଲକାନଗିରି-ଜୟପୁର ରାସ୍ତାରେ ପାଣି ବହୁଛି।

ସେହିପରି ପୋଟେରୁ ଓ କାଙ୍କରକୋଣ୍ଡା ନଦୀରେ ମଧ୍ୟ ଜଳପତ୍ତନ ବୃଦ୍ଧି ପାଇଛି। ତେଣୁ ମାଲକାନଗିରି-କାଲିମେଳା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ଅଧିକ ପଢ଼ନ୍ତୁ-ମାଲକାନଗିରିରେ ଲଗାଣ ବର୍ଷା: ପୋଲ ଉପରେ ୫ ଫୁଟ୍‌ ପାଣି



from OdishaReporter https://ift.tt/2LxK04Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages