ଡକାୟତି ଯୋଜନା କରୁଥିବା ବେଳେ ଧରାପଡ଼ିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 10, 2018

ଡକାୟତି ଯୋଜନା କରୁଥିବା ବେଳେ ଧରାପଡ଼ିଲେ

ଭବାନୀପାଟଣା(ଇଙ୍ଗିତ ପଣ୍ଡା): କଳାହାଣ୍ଡି ପୋଲିସ ୯ ଜଣିଆ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ପୋଲିସ ସେମାନଙ୍କ ନିକଟରୁ ଗୋଟିଏ ମାଉଜର, ୫ଟି ହାତ ବୋମା, ୭ଟି ମୋବାଇଲ ଓ ୨ଟି ବାଇକ ସମେତ ବହୁ ମାରଣାସ୍ତ୍ର ଜବତ କରିଛି। ଏମାନେ ଭବାନୀପାଟଣା-ଲାଞ୍ଜିଗଡ଼ ରାସ୍ତାରେ ଥିବା ବଞ୍ଜାରୀ ଘାଟିରେ ଲୁଟ କରିବା ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଖବର ପାଇ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଛି।

ଏହି ଗ୍ୟାଙ୍ଗରେ ୧୧ ଜଣ ସଦସ୍ୟ ଥିବା ବେଳେ ପୋଲିସ ୯ ଜଣଙ୍କୁ ଗିରଫ କରିଛି। ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।



from OdishaReporter https://ift.tt/2N6QibV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages