ଆଜିଠୁ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 11, 2018

ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠୁ ପ୍ରବଳ ବର୍ଷା ହେବ। ଶୁକ୍ରବାର ଓ ଶନିବାର ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ସେହିପରି ୧୭ ତାରିଖରେ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ କମ୍‌ ରହିବ।

ଲଘୁଚାପ ଯୋଗୁ ଆଜି ସକାଳେ ରାଜଧାନୀ ଭୁବନେଶ୍ୱରର ସମେତ ସମଗ୍ର ରାଜ୍ୟର ପାଗ ମେଘୁଆ ରହିଛି। ଏପରିକି ଉପକୂଳ ଓଡ଼ିଶାରେ କେତେକ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ସନ୍ଧ୍ୟାରୁ ବର୍ଷାର ପରିମାଣ ବଢ଼ିବ। ୪ ଦିନ ଧରି ଏହି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।



from OdishaReporter https://ift.tt/2KOEBKq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages