ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ ରାଜ୍ୟ ସରକାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 28, 2018

ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରୁ ନିଜସ୍ୱ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବେ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି,“ ଓଡ଼ିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ୨୦୧୧ ଜନ ଗଣନା ଆଧାରରେ କାର୍ଯ୍ୟକାରୀ ହେଉଛି। ପରବର୍ତ୍ତୀ ସମୟରେ ରାଜ୍ୟର ଜନସଂଖ୍ୟା ୧୪ ପ୍ରତିଶତ ବୃଦ୍ଧି ପାଇଛି। ତେଣୁ ଲକ୍ଷ ଲକ୍ଷ ହିତାଧିକାରୀ ଏହି ଯୋଜନାରୁ ବାଦ୍ ପଡ଼ିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କୁ ବହୁବାର ଚିଠି ଲେଖି ଜଣାଇଥିଲେ ବି କୌଣସି ପଦକ୍ଷେପ ନିଆଯାଇ ନାହିଁ। ତେଣୁ ସେଥିରୁ ବାଦ୍ ପଡିଥିବା ହିତାଧିକାରୀଙ୍କୁ ମଧ୍ୟ ଏହି ଯୋଜନାର ସୁଫଳ ଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇ ନୂଆ ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥା ଦ୍ୱାରା ୩୩ଲକ୍ଷ ୪୪ ହଜାର ଗରିବ ହିତାଧିକାରୀ ଉପକୃତ ହେବେ।”



from OdishaReporter https://ift.tt/2mNplPt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages