ବିଷ ପିଇ ଯୁବତୀ ମୃତ, ଯୁବକ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 28, 2018

ବିଷ ପିଇ ଯୁବତୀ ମୃତ, ଯୁବକ ଗୁରୁତର

deadbody

ପୁରୀ(ମଧୁସୂଦନ ମିଶ୍ର): ପୁରୀ ସିଟି ରୋଡ୍‌ରେ ଥିବା ଏକ ହୋଟେଲ୍‌ରେ ଅଭାବନୀୟ ଘଟଣା ଘଟିଛି। ବିଷ ପିଇ ଜଣେ ଯୁବତୀଙ୍କ ମୃତ ଘଟିଥିବା ବେଳେ ଜଣେ ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ମୃତ ଯୁବତୀଙ୍କ ଘର ବାଲିସାହି ଅଞ୍ଚଳରେ ବୋଲି ଜଣାପଡ଼ିଛି। ଯୁବକଙ୍କ ନାଁ ଆଶିଷ ପ୍ରଧାନ। ତାଙ୍କ ଘର ଚନ୍ଦନପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି।

ଗୁରୁତର ଅବସ୍ଥାରେ ପ୍ରଥମେ ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ଯୁବତୀଙ୍କର ମୃତ୍ୟୁ ହୋଇଥିଲା। ଗୁରୁତର ଯୁବକଙ୍କୁ ସେଠାରୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। କେଉଁ ପରିସ୍ଥିତିରେ ଦୁହେଁ ବିଷ ପିଇଲେ ସେ ନେଇ ପୁଲିସ୍ ତଦନ୍ତ କରୁଛି।



from OdishaReporter https://ift.tt/2LUfHFI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages