କଳିଙ୍ଗ ଷ୍ଟାଡିୟମ୍‌ରେ ବୃହତ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 27, 2018

କଳିଙ୍ଗ ଷ୍ଟାଡିୟମ୍‌ରେ ବୃହତ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ବିଶ୍ୱକପ୍ ହକିକୁ ସବୁଜ ବିଶ୍ୱକପ୍ ହକି ଭାବେ ପ୍ରଚାରିତ କରିବା ଉଦ୍ଦେଶ୍ୟରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ରେ ଏକ ବୃହତ ବୃକ୍ଷରୋପଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କ୍ରମରେ କଳିଙ୍ଗ ଷ୍ଟାଡିୟମରେ ବୃକ୍ଷରୋପଣ କରାଯାଇଛି। ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀଙ୍କୁ ନେଇ ସାରା ରାଜ୍ୟରେ ମୋଟ ତିରିଶ ଲକ୍ଷ ଚାରା ରୋପଣ କରିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମ ରାଜ୍ୟର ସବୁ ପଞ୍ଚାୟତ ଓ ସହରାଞ୍ଚଳରେ  କ୍ରିୟାନ୍ୱିତ କରାଯିବାର ଯୋଜନା ରହିଛି।

ସବୁଜ ବନୀକରଣର ମୁଖ୍ୟ ଉଦ୍ଦେଶ୍ୟ ରହିଛି, ଲୋକଙ୍କ ମଧ୍ୟରେ ପରିବେଶ ପ୍ରତି ସଚେତନତା ସୃଷ୍ଟି କରିବା ଓ ଦୈନନ୍ଦିନ ଚଳଣିରେ ପ୍ରକୃତିପ୍ରେମୀ ସାଜି ଏହାର ସଂରକ୍ଷଣ ଓ ପୁନରୁଦ୍ଧାର କରିବା।

 



from OdishaReporter https://ift.tt/2NOFGit

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages