କାନ୍ଥ ନେଲା ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 22, 2018

କାନ୍ଥ ନେଲା ଜୀବନ

denkalan

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ ଅନ୍ତର୍ଗତ ରାୟ ନୃସିଂହପୁର ଗାଁରେ କାନ୍ଥ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ଦିବ୍ୟନ୍ଦୁ ଦାସ।

ଆଜି ସକାଳେ ଦିବ୍ୟନ୍ଦୁ କାମକୁ ବାହାରୁଥିବା ବେଳେ ଘରର କାନ୍ଥ ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପ୍ରବଳ ବର୍ଷା କାରଣରୁ କାନ୍ଥୁ ଭୁଶୁଡ଼ି ପଡ଼ିଥିବା ତାଙ୍କ ପରିବାର ଲୋକେ କହିଛନ୍ତି।



from OdishaReporter https://ift.tt/2uRjJYc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages