୫ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 19, 2018

୫ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦେଲା ପାଣିପାଗ ବିଭାଗ

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ଆଜି ବର୍ଷା ଓ ଝଡ଼ତୋଫାନ ନେଇ ଅପରାହ୍ନ ୫ଟା ୪୫ ଯାଏ ୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା  ଓ ନୟାଗଡ଼।

ଅନ୍ୟପକ୍ଷରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ  ଆଶଙ୍କା କରାଯାଉଛି।

୨୧ ଏବଂ ୨୨ ତାରିଖରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।



from OdishaReporter https://ift.tt/2NtL1M1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages