ଶେଷ ଦିନିକିଆ: ଇଂଲଣ୍ଡ ସାମ୍ନାରେ ୨୫୭ ରନ୍‌ର ବିଜୟ ଲକ୍ଷ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 17, 2018

ଶେଷ ଦିନିକିଆ: ଇଂଲଣ୍ଡ ସାମ୍ନାରେ ୨୫୭ ରନ୍‌ର ବିଜୟ ଲକ୍ଷ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଂଲଣ୍ଡ ସାମ୍ନାରେ ୨୫୬ ରନ୍‌ର ବିଜୟ ଲକ୍ଷ୍ୟ। ଶେଷ ଦିନିକିଆରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭର୍‌ରେ ୮ ୱିକେଟ୍‌ ହରାଇ ସଂଗ୍ରହ କରିଛି ୨୫୬ ରନ୍‌। ଭାରତ ଓ ଇଂଲଣ୍ଡ ମଧ୍ୟରେ ହେଡ଼ିଙ୍ଗ୍‌ଲେ ଠାରେ ତୃତୀୟ ତଥା ଶେଷ ଦିନିକିଆ ଖେଳାଯାଉଛି। ଇଂଲଣ୍ଡ ପ୍ରଥମେ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ଭାରତ ପକ୍ଷରୁ ଅଧିନାୟକ ବିରାଟ କୋହଲି ସର୍ବାଧିକ ୭୧ ରନ୍‌ କରିଥିବା ବେଳେ ଶିଖର ଧୱନ ୪୪ ଓ ଧୋନୀ ୩୯ ରନ୍‌ କରିଛନ୍ତି। ଅନ୍ୟପଟେ ଇଂଲଣ୍ଡ ପକ୍ଷରୁ ଅଦିଲ ରସିଦ ଓ ଡେଭିଡ୍‌ ୱିଲି ଆକର୍ଷଣୀୟ ବୋଲିଂ କରି ୩ଟି ଲେଖାଏ ୱିକେଟ୍ ହାସଲ କରିଛନ୍ତି।



from OdishaReporter https://ift.tt/2moqLQb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages