ଯୌତୁକ ପାଇଁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 14, 2018

ଯୌତୁକ ପାଇଁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ!

ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଡୁଲିଙ୍ଗାରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀକୁ ପିଟି ପିଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ୍‌ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି।

ସୂଚନା ଅନୁସାରେ, ଗତ ୪ ବର୍ଷ ତଳେ ସୁଶାନ୍ତ ଓ ଲିଜାଙ୍କର ବାହାଘର ହୋଇଥିଲା। ହେଲେ ସୁଶାନ୍ତ ସବୁବେଳେ ଯୌତୁକ ଦାବି କରି ଲିଜାଙ୍କୁ ମାରପିଟ କରୁଥିଲେ। ଗତକାଲି ରାତିରେ ମଧ୍ୟ ସେ ଲିଜାଙ୍କୁ ପିଟି ଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ଏହାପରେ ସୁଶାନ୍ତ ତାଙ୍କୁ ଗେମଗିରି ଡାକ୍ତରଖାନାକୁ ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଝିଅକୁ ଯୌତୁକ ପାଇଁ ହତ୍ୟା କରାଯାଇଛି ବୋଲି ଲିଜାଙ୍କ ବାପଘର ଲୋକେ ଅଭିଯୋଗ କରିଛନ୍ତି।

 



from OdishaReporter https://ift.tt/2LhC47A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages