ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟର ବ୍ୟାନ୍‌ ହେବ ପ୍ଲାଷ୍ଟିକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 9, 2018

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟର ବ୍ୟାନ୍‌ ହେବ ପ୍ଲାଷ୍ଟିକ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲାଗୁ ହେବ। ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ପ୍ଲାଷ୍ଟିକ ଉପରେ କଟକଣା ଲାଗୁ କରାଯିବ।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆସନ୍ତା ୨ ବର୍ଷରେ ରାଜ୍ୟରେ ସଂପୂର୍ଣ୍ଣ ଭାବେ ପଲିଥିନ୍‌ ବ୍ୟାନ୍ ହେବ। ପ୍ଲାଷ୍ଟିକ୍ ଯୋଗୁଁ ପରିବେଶ ପ୍ରଦୂଷଣ ବଢ଼ୁଛି। ତେଣୁ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି।



from OdishaReporter https://ift.tt/2J8ajgb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages