ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ପ୍ରଭାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 29, 2018

ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ପ୍ରଭାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ-ଚୌଦ୍ୱାର ବିଧାୟକ ପ୍ରଭାତ ବିଶ୍ୱାଳ ଦିଲ୍ଲୀ ସ୍ଥିତ ଇଣ୍ଡିଆନ୍‌ ସ୍ପାଇନାଲ୍‌ ଇଞ୍ଜୁରୀ ସେଣ୍ଟରରୁ ଡିସଚାର୍ଜ ହୋଇଛନ୍ତି।  ୨୩ ଦିନ ପରେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।

ଡିସଚାର୍ଜ ହେବା ପରେ ପ୍ରଭାତ ବିଶ୍ୱାଳ କହିଛନ୍ତି,“ ଏବେ ଦେହ ଭଲ ଲାଗୁଛି। କିଛି ଦିନ ପରେ ଓଡ଼ିଶା ଫେରିବି।”



from OdishaReporter https://ift.tt/2OpMuUU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages