ପୁଲିସ୍‌ ଗୁଳିରେ ୭ ମାଓବାଦୀ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 18, 2018

ପୁଲିସ୍‌ ଗୁଳିରେ ୭ ମାଓବାଦୀ ନିହତ

naxals

ଦନ୍ତେୱାଡ଼ା: ଛତିଶଗଡ଼ର ଦନ୍ତେୱାଡ଼ାରେ ପୁଲିସ୍‌କୁ ବଡ଼ ସଫଳତା ମିଳିଛି। ପୁଲିସ୍‌ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି। ଘଟଣା ସ୍ଥଳରୁ ୨ଟା ଇନସାସ୍, ୨ଟା ଥ୍ରୀ ନଟ୍ ଥ୍ରୀ ଓ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯାଇଛି।

ତିମେନାର ଜଙ୍ଗଲରେ ଏହି ଗୁଳି ବିନିମୟ ହୋଇଥିବା ଦନ୍ତେଓ୍ୱାଡ଼ା ଏସ୍‌ପି କମଲନାଥ କଶ୍ୟପ କହିଛନ୍ତି।



from OdishaReporter https://ift.tt/2uwpHyg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages