୨ ଯବାନ ସହିଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 15, 2018

୨ ଯବାନ ସହିଦ

chhatisgarh

ମାଲକାନଗିରି (ଜିତେନ୍ଦ୍ର ବେଉରା): ଛତିଶଗଡ଼ର କାଙ୍କେର ଜିଲ୍ଲା ମହାଲ ଜଙ୍ଗଲରେ ମାଓବାଦୀଙ୍କ ଗୁଳିରେ ୨ ଜଣ ବିଏସ୍ଏଫ୍ ଯବାନ ସହିଦ ହୋଇଛନ୍ତି। ବିଏସ୍ଏଫ୍ ଯବାନମାନେ କମ୍ବିଂ ଚଲାଇଥିବା ବେଳେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଏଥିରେ ଅନ୍ୟ ୨ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ରାୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।



from OdishaReporter https://ift.tt/2L8EV66

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages